ଓଡିଶା ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର: ଗତ ରାତିରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କ ପତ୍ନୀ ତଥା ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ଦେହାନ୍ତ ହୋଇଯାଇଛି। କରୋନାଭାଇରସ୍‌ଦ୍ୱାରା ଆକ୍ରାନ୍ତ ହୋଇ ସେ ଗତ ନଭେମ୍ବର ୧ ତାରିଖରୁ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ। ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କ ପତ୍ନୀ ରାଜ୍ୟର ‘ପ୍ରଥମ ମହିଳା’ ଶ୍ରୀମତୀ ସୁଶୀଳା ଦେବୀଙ୍କ ମୃତ୍ୟୁ ଯୋଗୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ … Continue reading ଓଡିଶା ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କ ପତ୍ନୀ ବିୟୋଗ