ଟିକା ନ ବାହାରିବା ପର୍ଯ୍ୟନ୍ତ ଦିଲ୍ଲୀରେ ବନ୍ଦ୍‌ ରହିବ ସ୍କୁଲ୍‌: ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ: ଦିଲ୍ଲୀର ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗୁରୁବାର କହିଛନ୍ତି ଯେ କରୋନାଭାଇରସ୍‌ ଟିକା ନ ବାହାରିବା ପର୍ଯ୍ୟନ୍ତ ଦିଲ୍ଲୀରେ କୌଣସି ସ୍କୁଲ୍‌ ଖୋଲିବ ନାହିଁ। ସେ କହିଛନ୍ତି କି ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ସ୍କୁଲ୍‌ ଖୋଲିବା ନେଇ କୌଣସି ଯୋଜନା ନାହିଁ। ଖୁବ୍ ଶୀଘ୍ର ଏକ ଟିକା ଉପଲବ୍ଧ ହେବ ବୋଲି ଆଶା କରାଯାଉଛି। ପରିସ୍ଥିତି ନିୟନ୍ତ୍ରଣକୁ ଆସିଛି ବୋଲି ନିଶ୍ଚିତ ନହେବା ଯାଏ ଦିଲ୍ଲୀରେ ସ୍କୁଲ୍‌ ଖୋଲିବ … Continue reading ଟିକା ନ ବାହାରିବା ପର୍ଯ୍ୟନ୍ତ ଦିଲ୍ଲୀରେ ବନ୍ଦ୍‌ ରହିବ ସ୍କୁଲ୍‌: ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ