ମାଲକାନଗିରି ପୁଲିସକୁ ବଡ଼ ସଫଳତା: ଜଣେ ଦୁର୍ଦ୍ଦାନ୍ତ ନକ୍ସଲ ମୃତ, ଏକେ-୪୭ ବନ୍ଧୁକ ଜବତ

ସ୍ବାଭିମାନ ଅଞ୍ଚଳର ତୋଟାଗୁଡାରେ ଏନକାଉଣ୍ଟର ମାଲକାନଗିରି: ମାଲକାନଗିରି ଜିଲ୍ଲା ପୁଲିସକୁ ମିଳିଛି ବଡ଼ ସଫଳତା। ମାଲକାନଗିରି ପୁଲିସ ଆଜି ବିଶେଷ ସୂତ୍ରରୁ ଖବର ପାଇ ଗୋରାସେତୁ ନିକଟରେ ଥିବା ତୋଟାଗୁଡା ଜଙ୍ଗଲରେ ବୁଲୁଥିବା ନକ୍ସଲମାନଙ୍କ ଉପରେ ଚଢଉ କରିଥିଲା। ପୁଲିସକୁ ଦେଖି ନକ୍ସଲ ପ୍ରଥମେ ଗୁଳି ଚଳାଇଥିବା ବେଳେ ଯବାନ ମଧ୍ୟ ପାଲଟା ଜବାବ ଦେଇଥିଲେ। ବର୍ତ୍ତମାନ ମଧ୍ୟ ଗୁଳି ବିନିମୟ ଚାଲିଛି। ଘଟଣାସ୍ଥଳରୁ ଜଣେ ମିଲିଟ୍ରି ପ୍ଲାଟୁନ କମାଣ୍ଡରର … Continue reading ମାଲକାନଗିରି ପୁଲିସକୁ ବଡ଼ ସଫଳତା: ଜଣେ ଦୁର୍ଦ୍ଦାନ୍ତ ନକ୍ସଲ ମୃତ, ଏକେ-୪୭ ବନ୍ଧୁକ ଜବତ