ରାଜ୍ୟରେ ୫ଶହ ତଳକୁ ଖସିଲା କରୋନା ସଂକ୍ରମଣ

ଭୁବନେଶ୍ବର : ରାଜ୍ୟରେ ଲଗାତାର ଦ୍ବିତୀୟ ଦିନ ଲାଗି କରୋନା ମୃତ୍ୟୁ ସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୫ଜଣ କରୋନାରେ ପ୍ରାଣ ହରାଇଥିବା ନେଇ ଘୋଷଣା କରାଯାଇଛି। ଏଥିରେ ଖୋର୍ଦ୍ଧାରେ ୩ ଓ ନୂଆପଡ଼‌ାରେ ୨ଜଣ ପ୍ରାଣ ହରାଇଛନ୍ତି। ରାଜ୍ୟରେ ସମୁଦାୟ କରୋନା ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ପାଇଛି। ଅପରପକ୍ଷରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୫ ମାସ ପରେ ୫ଶହ ତଳକୁ ଖସି … Continue reading ରାଜ୍ୟରେ ୫ଶହ ତଳକୁ ଖସିଲା କରୋନା ସଂକ୍ରମଣ