ଲିଙ୍ଗରାଜ ସେବାୟତଙ୍କ ସହ ସିଧାକଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଲିଙ୍ଗରାଜ ମନ୍ଦିର ସାମ୍ନାରେ ସେବାୟତଙ୍କ ସହ ସିଧାକଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକାମ୍ରଯୋଜନାରେ ଯେତେବେଳେ ଶ୍ରୀଲିଙ୍କରାଜ ମନ୍ଦିର ପରିଦର୍ଶନ କରି ସୌନ୍ଦର୍ଯ୍ୟକରଣ ଅନୁଧ୍ୟାନ କରୁଥିଲେ ମୁଖ୍ୟମନ୍ତ୍ରୀ ସେହି ଅବସରରେ ସେବାୟତଙ୍କ ସହ ୱାନ ଟୁ ୱାନ୍ କଥା ହୋଇଥିଲେ ନବୀନ। ସେବାୟତଙ୍କ ସମସ୍ୟା ନେଇ ନିଜେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ ଆଉ ସେବାୟତମାନେ ମଧ୍ୟ ସେମାନଙ୍କ ସମସ୍ୟା ଓ ସୁଖଦୁଃଖ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ। ତେବେ ମନ୍ଦିର … Continue reading ଲିଙ୍ଗରାଜ ସେବାୟତଙ୍କ ସହ ସିଧାକଥା ହେଲେ ମୁଖ୍ୟମନ୍ତ୍ରୀ