୨୩ ବର୍ଷ ପୂର୍ତ୍ତି ପାଳିବ ବିଜେଡି: ଆସନ୍ତା ୨୦ରେ କାର୍ଯ୍ୟକାରିଣୀ ଓ ୨୧ରେ ରାଜ୍ୟ ପରିଷଦ ବୈଠକ

ଭୁବନେଶ୍ବର: ଡିସେମ୍ବର ୨୬ ତାରିଖରେ ବିଜେଡି ୨୩ ବର୍ଷରେ ପଦାର୍ପଣ କରୁଛି। ଦଳ ଗଠନର ୨୩ ବର୍ଷ ପୂର୍ତ୍ତି ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ବିଜେଡି। ଏଥିପାଇଁ ଆସନ୍ତା ୨୦ରେ ବିଜେଡି କାର୍ଯ୍ୟକାରିଣୀ ଏବଂ ୨୧ତାରିଖରେ ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଏଥିରେ ଦଳର ସମସ୍ତ ବିଧାୟକ, ସାଂସଦ, ଜିଲ୍ଲା ପରିଷଦ ସଦସ୍ୟ ଯୋଗ ଦେବେ। ପରିଷଦ ବୈଠକରେ … Continue reading ୨୩ ବର୍ଷ ପୂର୍ତ୍ତି ପାଳିବ ବିଜେଡି: ଆସନ୍ତା ୨୦ରେ କାର୍ଯ୍ୟକାରିଣୀ ଓ ୨୧ରେ ରାଜ୍ୟ ପରିଷଦ ବୈଠକ