ଅଲିଭରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ ଗହୀରମଥା

ରାଜନଗର: ୧୯୭୪ ମସିହାରେ ଆମେରିକାର ବିଶିଷ୍ଟ ପ୍ରାଣୀ ବିଜ୍ଞାନୀ ଡକ୍ଟର ଏଚ.ଆର. ବଷ୍ଟାର୍ଡ ଭିତରକନିକାର ବଉଳା କୁମ୍ଭୀରମାନଙ୍କ ଉପରେ ଗବେଷଣା କରିବାକୁ ଆସି ଗହୀରମଥାରେ ବିରଳ କଇଁଛ ସମାଗମସ୍ଥଳ ଦେଖି ଏହା ଅଲିଭରିଡଲେ ପ୍ରଜାତିର ବୋଲି ଚିହ୍ନଟ କରିଥିଲେ। ଏହାପରେ ବିରଳ କଇଁଛଙ୍କ ସୁରକ୍ଷା ପାଇଁ ବିଭିନ୍ନ ଆଇନ ପ୍ରଣୟନ ଓ କଟକଣା ଲାଗୁ କରାଯାଇଛି। ୧୯୯୭ ସେପ୍ଟେମ୍ବର ୨୭ରେ ରାଜ୍ୟ ସରକାର ଗହୀରମଥାକୁ ରାଜ୍ୟର ପ୍ରଥମ ସାମୁଦ୍ରିକ ଅଭୟାରଣ୍ୟ … Continue reading ଅଲିଭରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ ଗହୀରମଥା