କଂଗ୍ରେସ ଆରମ୍ଭ କଲା ଚାରି ରାଜ୍ୟର ସାଂଗଠନିକ ପୁନର୍ଗଠନ ପ୍ରକ୍ରିୟା

ନୂଆଦିଲ୍ଲୀ: ତେଲେଙ୍ଗାନା, ଗୁଜରାଟ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ କଂଗ୍ରେସର ସାଂଗଠନିକ ପୁନର୍ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି। କଂଗ୍ରେସ ଶୀର୍ଷ ନେତୃତ୍ବ ଏହି ୪ ରାଜ୍ୟର ନେତୃମଣ୍ଡଳୀ ଏବଂ ବିଦ୍ରୋହୀ ନେତାଙ୍କ ସହ ଆଲୋଚନା କରି ନେତୃତ୍ବ ପରିବର୍ତ୍ତନ ପାଇଁ ସୂଚନା ଦେଇଛନ୍ତି। ହାଇଦ୍ରାବାଦ ପୌର ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ତେଲେଙ୍ଗାନା କଂଗ୍ରେସ ସଭାପତି ଉତ୍ତମ କୁମାର ରେଡ୍ଡୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେହିଭଳି ଦଳର ଖରାପ ପ୍ରଦର୍ଶନ … Continue reading କଂଗ୍ରେସ ଆରମ୍ଭ କଲା ଚାରି ରାଜ୍ୟର ସାଂଗଠନିକ ପୁନର୍ଗଠନ ପ୍ରକ୍ରିୟା