କଂଗ୍ରେସ ମୁଖିଆ ହେବାକୁ ରାହୁଲ ଅରାଜି

ନୂଆଦିଲ୍ଲୀ : ଆଜକୁ ପ୍ରାୟ ୧୯ ମାସ ତଳେ ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ୨୦୧୯ ମେ’ ମାସରେ ଦଳର ଅଧ୍ୟକ୍ଷ ପଦ ଛାଡ଼ିଥିବା ରାହୁଲ ଗାନ୍ଧି ପୁଣି ଥରେ ଦେଶର ଏହି ସବୁଠୁ ପୁରୁଣା ଦଳର ନେତୃତ୍ବ ନେବାକୁ ଆଗ୍ରହୀ ନଥିବା ଜାଣିବାକୁ ମିଳିଛି। ତେବେ ତାଙ୍କ ଚିନ୍ତାଧାରାରେ ପରିବର୍ତ୍ତନ ଆଁଣିବା ପାଇଁ ଉଦ୍ୟମ ଜାରି ରହିଛି ବୋଲି ତାଙ୍କ ନିକତଟମ ମହଲରୁ ଜଣାଯାଇଛି। ଗତ … Continue reading କଂଗ୍ରେସ ମୁଖିଆ ହେବାକୁ ରାହୁଲ ଅରାଜି