ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୨୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୫୧ରେ ପହଞ୍ଚିଛି। ଏବେ ବି ସକ୍ରିୟ ଅଛନ୍ତି ୨୨୦୨ ଜଣ। ଏବେ ସୁଦ୍ଧା … Continue reading ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ସଂକ୍ରମିତ ଚିହ୍ନଟ