ରାଜଧାନୀରେ ଆଜି ପହଞ୍ଚିବ କରୋନା ଟିକା

ଭୁବନେଶ୍ବର : ଦେଶରେ ଆସନ୍ତା ୧୬ ତାରିଖରୁ କରୋନା ଟୀକାକରଣ ଆରମ୍ଭ ହେଉଥିବାବେଳେ ଆଜିଠାରୁ ଦେଶର ବିଭିନ୍ନ ରାଜ୍ୟକୁ ଟିକା ଯୋଗାଣ ଆରମ୍ଭ ହୋଇଛି। ଆଜି ଅପରାହ୍ନ ୪ଟା ୨୦ ସୁଦ୍ଧା ଭୁବନେଶ୍ବରରେ ଟିକା ପହଞ୍ଚିବାର ସମ୍ଭାବନା ରହିଛି। ପୁଣେରୁ ପ୍ରାୟ ୪୦ ହଜାର ୮୦୦ ଡୋଜ କୋଭିସିଲ୍ଡ ଟିକା ଆସିଛି। ଆଜି ଭୋର ୫ଟା ବେଳେ ପୁଣେର ସେରମ ଇନଷ୍ଟିଚ୍ୟୁଟରୁ ସ୍ବତନ୍ତ୍ର ଉତ୍ତାପ ନିୟନ୍ତ୍ରିତ ଟ୍ରକରେ ଟିକା ଏୟାରପୋର୍ଟକୁ … Continue reading ରାଜଧାନୀରେ ଆଜି ପହଞ୍ଚିବ କରୋନା ଟିକା