୨୧ରୁ ତୋଷାଳି ମେଳା: ୧୫ ଦିନ ଧରି ଚାଲିବ, ୨୫୦ ଷ୍ଟଲ ପଡ଼ିବ

ଭୁବନେଶ୍ବର: ଆସନ୍ତା ୨୧ତାରିଖରୁ ପଞ୍ଚଦଶ ତୋଷାଳି ମେଳା ଅନୁଷ୍ଠିତ ହେବ। ଜନତା ମଇଦାନରେ ହେବାକୁ ଥିବା‌ ଏହି ମେଳା ଫେବୃଆରୀ ୫ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଉନ୍ନୟନ କମିସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆନ୍ତଃବିଭାଗୀୟ ସମନ୍ୱୟ ବୈଠକ ଆୟୋଜିତ ହୋଇଥିଲା। କୋଭିଡ୍‌ ନିୟମକୁ ଅନୁପାଳନ କରାଯିବା ସହ ସାମାଜିକ ଦୂରତା ରକ୍ଷା କରି ମେଳା ଆୟୋଜନ କରିବା ଉପରେ … Continue reading ୨୧ରୁ ତୋଷାଳି ମେଳା: ୧୫ ଦିନ ଧରି ଚାଲିବ, ୨୫୦ ଷ୍ଟଲ ପଡ଼ିବ