ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡ଼ି ଓ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ : ଜଣେ ଅଟକ

ବିଜେପିକୁ ଟାର୍ଗେଟ୍ କଲେ ପିସିସି ସଭାପତି ଭୁବନେଶ୍ବର/ କେନ୍ଦୁଝର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡ଼ି ଓ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ ଘଟଣାରେ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୁଲିସ୍। ମାଧପୁରର ସଂଜୟ ମହାନ୍ତିଙ୍କୁ ପୁଲିସ ଅଟକ ରଖିବା ସହ ଅନ୍ୟ ୪ ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ଖୁବ୍ ଶୀଘ୍ର ଧରାଯିବ ବୋଲି ଟାଉନ ଥାନା ଆଇଆଇସି ପ୍ରମୋଦିନୀ ସାହୁ ସୂଚନା ଦେଇଛନ୍ତି। ଏଣେ ଏହି ଘଟଣାରେ … Continue reading ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡ଼ି ଓ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ : ଜଣେ ଅଟକ