ଟିମ୍‌ ଇଣ୍ଡିଆର ଐତିହାସିକ ବିଜୟ: ବ୍ରିସ୍‌ବେନ୍ ମ୍ୟାଚ୍ ଜିତି ରେକର୍ଡ କଲା ଭାରତ

ବ୍ରିସ୍‌ବେନ୍‌: ବ୍ରିସ୍‌ବେନ୍‌ ଟେଷ୍ଟ ମ୍ୟାଚ୍ ଜିତି ଇତିହାସ ରଚିଲା ଟିମ୍‌ ଇଣ୍ଡିଆ। ଚତୁର୍ଥ ଟେଷ୍ଟ ମ୍ୟାଚ୍‌ରେ ଭାରତ ଅଷ୍ଟ୍ରେଲିଆକୁ ୩ ୱିକେଟ୍‌ରେ ହରାଇ ଦେଇଛି। ଋଷବ ପନ୍ତ ଓ ଶୁଭମନ ଗିଲ ଏହି ଐତିହାସିକ ବିଜୟର ହିରୋ ହୋଇଛନ୍ତି। ପନ୍ତ ୧୩୮ ବଲ ଖେଳି ୯ ଚୌକା ଓ ୧ ଛକା ସହ ୮୯ ରନ୍ କରି ଅପରାଜିତ ରହିଥିବା ବେଳେ ଗିଲ୍ ୧୪୬ ବଲରେ ୯୧ କରିଛନ୍ତି। ସେହିପରି … Continue reading ଟିମ୍‌ ଇଣ୍ଡିଆର ଐତିହାସିକ ବିଜୟ: ବ୍ରିସ୍‌ବେନ୍ ମ୍ୟାଚ୍ ଜିତି ରେକର୍ଡ କଲା ଭାରତ