ରାଜ୍ୟରେ କରୋନା ସ୍ଥିତି: କାଲି କମିଥିଲା, ଆଜି ପୁଣି ବଢିଲା

ଭୁବନେଶ୍ୱର: ଗତକାଲି ତୁଳନାରେ ଆଜି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତକାଲି ରାଜ୍ୟରେ ୧୨୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୧୫୭ ଜଣ ରୋଗୀ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୯୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ହେଉଛନ୍ତି ୬୪। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ସମସ୍ତ ରୋଗୀ ୨୪ … Continue reading ରାଜ୍ୟରେ କରୋନା ସ୍ଥିତି: କାଲି କମିଥିଲା, ଆଜି ପୁଣି ବଢିଲା