ଆଜି ରାଜ୍ୟରୁ ଚିହ୍ନଟ ହେଲେ ୨୨୪ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୨୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଆଜି ସୁନ୍ଦରଗଡ଼ରୁ ୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୨୮ଜଣ, ଝାରସୁଗୁଡ଼ାରୁ ୧୮ଜଣ, ବରଗଡ଼ରୁ ୧୬ଜଣ, ସମ୍ବଲପୁରରୁ ୧୫ଜଣ, ବାଲେଶ୍ବରରୁ ୧୪ଜଣ, ଯାଜପୁରରୁ ୧୪ଜଣ, ଖୋର୍ଦ୍ଧାରୁ ୧୪ଜଣ, କୋରାପୁଟରୁ ୧୦ଜଣ, ପୁରୀରୁ ୧୦ଜଣ, ନୂଆପଡ଼ାରୁ ୬ଜଣ, ଗଞ୍ଜାମରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ … Continue reading ଆଜି ରାଜ୍ୟରୁ ଚିହ୍ନଟ ହେଲେ ୨୨୪ଜଣ କରୋନା ଆକ୍ରାନ୍ତ