ଅଭିନେତା ଶାନ୍ତି ସ୍ବରୂପ ମିଶ୍ରଙ୍କ ପରଲୋକ

ସମ୍ବଲପୁର: ୭୦ ଦଶକର ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ସମ୍ବଲପୁରର ଶାନ୍ତି ସ୍ବରୂପ ମିଶ୍ର (ଟିକୁ ମିଶ୍ର)ଙ୍କର ଆଜି (ରବିବାର) ସଂଧ୍ୟାରେ ପରଲୋକ ହୋଇଯାଇଛି। ସେ ସମ୍ବଲପୁର ଫାଟକସ୍ଥିତ ତାଙ୍କ ଘର ଗାଧୁଆ ଘରେ ପଡ଼ି ଯାଇଥିଲେ। ତାଙ୍କୁ ସ୍ଥାନୀୟ ଏକ ନର୍ସିଂହୋମ୍‌କୁ ନିଆ ଯାଇଥିଲା। ସଂଧ୍ୟା ୫ଟା ୩୦ରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ତାଙ୍କର ପତ୍ନୀ ସଂଯୁକ୍ତା, ପୁଅ … Continue reading ଅଭିନେତା ଶାନ୍ତି ସ୍ବରୂପ ମିଶ୍ରଙ୍କ ପରଲୋକ