୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କଲେ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ

ଭୁବନେଶ୍ବର: ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳର କାର୍ଯ୍ୟାଳୟରେ ଆଜି ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଜେଡି କାର୍ଯ୍ୟାଳୟରେ ଦଳର ଉପସଭାପତି ଦେବୀ ମିଶ୍ର ପତକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ଅବସରରେ ବିଜେଡି ସାଧାରଣ ସଂପାଦକ ସଂଜୟ ଦାସ ବର୍ମା, ଭୁବନେଶ୍ୱର ଉତ୍ତର, ମଧ୍ୟ ବିଧାୟକ ସୁଶାନ୍ତ ରାଉତ, ଅନନ୍ତ ନାରାୟଣ ଜେନା ସମେତ ବହୁ କର୍ମୀ ଉପସ୍ଥିତ ରହିଥିଲେ। ସେହିପରି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି … Continue reading ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କଲେ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ